ଦ୍ଵିତୀୟ ବିବରଣ 6:24 - ପବିତ୍ର ବାଇବଲ24 ଏବଂ ସଦାପ୍ରଭୁ ଆଜିଦିନ ପରି ଯେପରି ଆମ୍ଭମାନଙ୍କୁ ସଜୀବ ରକ୍ଷା କରି ପାରିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ସଦାପ୍ରଭୁ ଆଜି ଦିନ ତୁଲ୍ୟ ଯେପରି ଆମ୍ଭମାନଙ୍କୁ ସଜୀବ ରକ୍ଷା କରି ପାରିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ। Viz kapitolaଓଡିଆ ବାଇବେଲ24 ପୁଣି ସଦାପ୍ରଭୁ ଆଜି ଦିନ ତୁଲ୍ୟ ଯେପରି ଆମ୍ଭମାନଙ୍କୁ ଜୀବିତ ରଖିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି ସଦାପ୍ରଭୁ ଆଜି ଦିନ ତୁଲ୍ୟ ଯେପରି ଆମ୍ଭମାନଙ୍କୁ ଜୀବିତ ରଖିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ। Viz kapitola |