Online Bible

- Reklamy -




ଦ୍ଵିତୀୟ ବିବରଣ 6:25 - ପବିତ୍ର ବାଇବଲ

25 ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞା ଅନୁସାରେ ଏହି ସମସ୍ତ ବ୍ୟବସ୍ଥା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ପ୍ରତି ଧାର୍ମିକତା ହେବ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞାନୁସାରେ ଏହି ସମସ୍ତ ଆଜ୍ଞା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ପ୍ରତି ଧାର୍ମିକତା ହେବ।

Viz kapitola kopírovat

ଓଡିଆ ବାଇବେଲ

25 ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞାନୁସାରେ ଏହି ସମସ୍ତ ଆଜ୍ଞା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ନିମନ୍ତେ ଧାର୍ମିକତା ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞାନୁସାରେ ଏହି ସମସ୍ତ ଆଜ୍ଞା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ନିମନ୍ତେ ଧାର୍ମିକତା ହେବ।”

Viz kapitola kopírovat




ଦ୍ଵିତୀୟ ବିବରଣ 6:25

Následuj nás:

Reklamy


Reklamy