Online Bible

- Reklamy -




ଦ୍ଵିତୀୟ ବିବରଣ 7:12 - ପବିତ୍ର ବାଇବଲ

12 “ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟସକଳ ଶାସନ ଶୁଣି, ମାନ ଓ ପାଳନ କର, ତେବେ ସଦାପ୍ରଭୁ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ରକ୍ଷା କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେମାନେ ଏହି ସକଳ ଶାସନ ଶୁଣି ଓ ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।

Viz kapitola kopírovat

ଓଡିଆ ବାଇବେଲ

12 ତୁମ୍ଭେମାନେ ଏହି ସକଳ ଶାସନ ଶୁଣି, ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେମାନେ ଏହି ସକଳ ଶାସନ ଶୁଣି, ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 7:12

Následuj nás:

Reklamy


Reklamy