Online Bible

- Reklamy -

ଦ୍ଵିତୀୟ ବିବରଣ 7:13 - ପବିତ୍ର ବାଇବଲ

13 ସେ ତୁମ୍ଭକୁ ସ୍ନେହ କରିବେ, ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ। ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ ଓ ତୁମ୍ଭ ଭୂମିଫଳ ଓ ତୁମ୍ଭମାନଙ୍କର ଶସ୍ୟ ଓ ତୁମ୍ଭ ଦ୍ରାକ୍ଷାରସ ଓ ତୁମ୍ଭ ତୈଳ ଓ ତୁମ୍ଭ ଗୋରୁମାନଙ୍କ ବତ୍ସମାନଙ୍କ ସମସ୍ତଙ୍କୁ ଆଶୀର୍ବାଦ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ସେ ତୁମ୍ଭକୁ ସ୍ନେହ କରିବେ ଓ ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ ଓ ତୁମ୍ଭ ଭୂମିଫଳ ଓ ତୁମ୍ଭ ଶସ୍ୟ ଓ ତୁମ୍ଭ ଦ୍ରାକ୍ଷାରସ ଓ ତୁମ୍ଭ ତୈଳ ଓ ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।

Viz kapitola kopírovat

ଓଡିଆ ବାଇବେଲ

13 ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

ଦ୍ଵିତୀୟ ବିବରଣ 7:13

Následuj nás:

Reklamy

Reklamy