ଦ୍ଵିତୀୟ ବିବରଣ 7:15 - ପବିତ୍ର ବାଇବଲ15 ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ। ଆଉ ତୁମ୍ଭେ ମିସ୍ରୀୟ ଯେଉଁସବୁ ମନ୍ଦ ବ୍ୟାଧି ଜ୍ଞାତ ଅଟ, ତାହା ସେ ତୁମ୍ଭ ଉପରେ କରିବେ ନାହିଁ। ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନଙ୍କ ଉପରେ ତାହା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ମିସ୍ରୀୟ ଯେସବୁ ମନ୍ଦ-ବ୍ୟାଧି ଜ୍ଞାତ ଅଟ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ। Viz kapitolaଓଡିଆ ବାଇବେଲ15 ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ଯେଉଁ ସବୁ ମିସ୍ରୀୟ ମନ୍ଦ-ବ୍ୟାଧି ଜାଣିଅଛ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେହି ସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ଯେଉଁସବୁ ମିସରୀୟ ମନ୍ଦ ବ୍ୟାଧି ଜାଣିଅଛ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେହି ସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ। Viz kapitola |