ଦ୍ଵିତୀୟ ବିବରଣ 7:16 - ପବିତ୍ର ବାଇବଲ16 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ। ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ। କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ। କାରଣ ତାହା ତୁମ୍ଭମାନଙ୍କ ପାଇଁ ଫାନ୍ଦ ସ୍ୱରୂପ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ଵରୂପ। Viz kapitolaଓଡିଆ ବାଇବେଲ16 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ। Viz kapitola |