Online Bible

- Reklamy -




ଦ୍ଵିତୀୟ ବିବରଣ 7:19 - ପବିତ୍ର ବାଇବଲ

19 ତୁମ୍ଭେମାନେ ଦେଖିଛ ଯେ ସଦାପ୍ରଭୁ ସେମାନଙ୍କ ପାଇଁ କି ଭୟଙ୍କର କାର୍ଯ୍ୟମାନ କରିଛନ୍ତି। ସେ କି ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି। ସେ ତାଙ୍କର ପରାକ୍ରାନ୍ତ ହସ୍ତଦ୍ୱାରା ତୁମ୍ଭମାନଙ୍କୁ ମିଶରରୁ ବହାର କରି ଆଣିଛନ୍ତି। ତୁମ୍ଭକୁ ଯେଉଁମାନେ ଭୟ ପ୍ରଦର୍ଶନ କରିବେ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ସେହିପରି କାର୍ଯ୍ୟମାନ ସେମାନଙ୍କ ପ୍ରତି କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ତୁମ୍ଭେ ନିଜ ଆଖିରେ ଯେଉଁ ମହା ମହା ପରଖ ଦେଖିଅଛ ଓ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ଓ ପରାକ୍ରା; ହସ୍ତ ଓ ବିସ୍ତାରିତ ବାହୁ ଦ୍ଵାରା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ବାହାର କରି ଆଣିଅଛନ୍ତି, ତାହାସବୁ ଉତ୍ତମ ରୂପେ ସ୍ମରଣ କରିବ। ତୁମ୍ଭେ ଯେଉଁମାନଙ୍କୁ ଭୟ କରୁଅଛ, ସେସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତଦ୍ରୂପ କରିବେ।

Viz kapitola kopírovat

ଓଡିଆ ବାଇବେଲ

19 ତୁମ୍ଭେ ନିଜ ଆଖିରେ ଯେଉଁ ମହା ମହା ପରଖ ଦେଖିଅଛ, ଯେଉଁ ଯେଉଁ ଚିହ୍ନ, ଆଶ୍ଚର୍ଯ୍ୟ କ୍ରିୟା, ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାହାର କରି ଆଣିଅଛନ୍ତି, ତାହାସବୁ ଉତ୍ତମ ରୂପେ ସ୍ମରଣ କରିବ। ତୁମ୍ଭେ ଯେଉଁମାନଙ୍କୁ ଭୟ କରୁଅଛ, ସେସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହିପରି କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତୁମ୍ଭେ ନିଜ ଆଖିରେ ଯେଉଁ ମହା ମହା ପରଖ ଦେଖିଅଛ, ଯେଉଁ ଯେଉଁ ଚିହ୍ନ, ଆଶ୍ଚର୍ଯ୍ୟକ୍ରିୟା, ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାହାର କରି ଆଣିଅଛନ୍ତି, ତାହାସବୁ ଉତ୍ତମ ରୂପେ ସ୍ମରଣ କରିବ। ତୁମ୍ଭେ ଯେଉଁମାନଙ୍କୁ ଭୟ କରୁଅଛ, ସେସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହିପରି କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 7:19

Následuj nás:

Reklamy


Reklamy