Online Bible

- Reklamy -




ଦ୍ଵିତୀୟ ବିବରଣ 7:20 - ପବିତ୍ର ବାଇବଲ

20 “ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ସେମାନଙ୍କ ପାଇଁ ବିରୁଡ଼ି ପଠାଇବେ, ଯେଉଁମାନେ ତୁମ୍ଭମାନଙ୍କ ହସ୍ତରୁ ରକ୍ଷା ପାଇବେ। ସେ ସେହି ଲୋକମାନଙ୍କୁ ଧ୍ୱଂସ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆହୁରି ଯେଉଁମାନେ ଅବଶିଷ୍ଟ ରହିବେ ଓ ଆପଣାମାନଙ୍କୁ ଲୁଚାଇ ରଖିବେ, ସେମାନେ ତୁମ୍ଭ ସମ୍ମୁଖରୁ ବିନଷ୍ଟ ନୋହିବା ଯାଏ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କ ମଧ୍ୟକୁ ବିରୁଡ଼ି ପଠାଇବେ।

Viz kapitola kopírovat

ଓଡିଆ ବାଇବେଲ

20 ଆହୁରି ଯେଉଁମାନେ ଅବଶିଷ୍ଟ ରହିବେ ଓ ଆପଣାମାନଙ୍କୁ ଲୁଚାଇ ରଖିବେ, ସେମାନେ ତୁମ୍ଭ ସମ୍ମୁଖରୁ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କ ମଧ୍ୟକୁ ବିରୁଡ଼ି ପଠାଇବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆହୁରି ଯେଉଁମାନେ ଅବଶିଷ୍ଟ ରହିବେ ଓ ଆପଣାମାନଙ୍କୁ ଲୁଚାଇ ରଖିବେ, ସେମାନେ ତୁମ୍ଭ ସମ୍ମୁଖରୁ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କ ମଧ୍ୟକୁ ବିରୁଡ଼ି ପଠାଇବେ।

Viz kapitola kopírovat




ଦ୍ଵିତୀୟ ବିବରଣ 7:20

Následuj nás:

Reklamy


Reklamy