ଦ୍ଵିତୀୟ ବିବରଣ 7:21 - ପବିତ୍ର ବାଇବଲ21 ଏହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିଛନ୍ତି। ସେ ମହାନ ଓ ଭୟଯୁକ୍ତ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ସେମାନଙ୍କଠାରୁ ତ୍ରାସଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ ଓ ଭୟଙ୍କର ପରମେଶ୍ଵର। Viz kapitolaଓଡିଆ ବାଇବେଲ21 ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି। Viz kapitola |