ଦ୍ଵିତୀୟ ବିବରଣ 7:25 - ପବିତ୍ର ବାଇବଲ25 “ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମା ସକଳ ଅଗ୍ନିରେ ଦଗ୍ଧ କରିବ। ତୁମ୍ଭେ ଯେମନ୍ତ ଫାନ୍ଦରେ ନ ପଡ଼ିବ ସେଥିପାଇଁ ସେ ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ। କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ। କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଘୃଣିତ ବସ୍ତୁ; Viz kapitolaଓଡିଆ ବାଇବେଲ25 ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହିସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହି ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ; Viz kapitola |