Online Bible

- Reklamy -




ଦ୍ଵିତୀୟ ବିବରଣ 7:4 - ପବିତ୍ର ବାଇବଲ

4 କାରଣ ସେମାନେ ତୁମ୍ଭମାନଙ୍କର ସନ୍ତାନଗଣଙ୍କୁ ମୋତେ ଅନୁସରଣ କରିବାରୁ ବିମୁଖ କରିବେ ଏବଂ ତା'ପରେ ତୁମ୍ଭମାନଙ୍କର ସନ୍ତାନଗଣ ଅନ୍ୟ ଦେବଗଣର ସେବା କରିବେ। ତାହାହେଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ତୁମ୍ଭମାନଙ୍କର ପରମେଶ୍ୱର କ୍ରୋଧ କରିବେ ଓ ସେ ତୁମ୍ଭକୁ ବହୁତ ଶୀଘ୍ର ବିନାଶ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରି ପାରିବେ; ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।

Viz kapitola kopírovat

ଓଡିଆ ବାଇବେଲ

4 କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହା ହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 7:4

Následuj nás:

Reklamy


Reklamy