ଦ୍ଵିତୀୟ ବିବରଣ 7:9 - ପବିତ୍ର ବାଇବଲ9 “ତେଣୁ ମନେରଖ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର କେବଳ ଏକମାତ୍ର ପରମେଶ୍ୱର ଅଟନ୍ତି। ସେ ବିଶ୍ୱସ୍ତ ଅଟନ୍ତି। ସେ ତାଙ୍କର ନିୟମ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ପ୍ରେମ କରନ୍ତି ଓ ତାଙ୍କର ଆଜ୍ଞା ମାନନ୍ତି, ସଦାପ୍ରଭୁ ସେମାନଙ୍କ ଉପରେ କୃପା କରନ୍ତି। ଲୋକମାନଙ୍କ ପ୍ରତି ତାଙ୍କର କରୁଣା ଓ ତାଙ୍କର ଚୁକ୍ତି ପ୍ରତି ବିଶ୍ୱସନୀୟତା ସହସ୍ର ପୁରୁଷ ପର୍ଯ୍ୟନ୍ତ ଲାଗିରହେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର, କେବଳ ସେ ପରମେଶ୍ଵର; ସେ ବିଶ୍ଵସନୀୟ ପରମେଶ୍ଵର; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପୁରୁଷ ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି। Viz kapitolaଓଡିଆ ବାଇବେଲ9 ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି। Viz kapitola |