Online Bible

- Reklamy -




ଦ୍ଵିତୀୟ ବିବରଣ 8:1 - ପବିତ୍ର ବାଇବଲ

1 “ଯାହା ମୁଁ ଆଜି ତୁମ୍ଭକୁ ଆଦେଶ ଦେଉଛି, ତୁମ୍ଭେମାନେ ମୋର ସମସ୍ତ ଆଦେଶମାନ ମାନିବା ଉଚିତ୍। ତୁମ୍ଭେମାନେ ବଞ୍ଚିବା ପାଇଁ ଓ ବୃଦ୍ଧି ହେବା ପାଇଁ ଓ ସେହି ସ୍ଥାନରେ ପ୍ରବେଶ କରିବା ପାଇଁ ଓ ଅଧିକାର କରିବା ପାଇଁ ଯାହାକି ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କ ନିକଟରେ ଶପଥ କରିଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଆଜି ମୁଁ ତୁମ୍ଭକୁ ଯେ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।

Viz kapitola kopírovat

ଓଡିଆ ବାଇବେଲ

1 ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 8:1

Následuj nás:

Reklamy


Reklamy