Online Bible

- Reklamy -




ଦ୍ଵିତୀୟ ବିବରଣ 8:7 - ପବିତ୍ର ବାଇବଲ

7 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଉତ୍ତମ ଦେଶକୁ ନେଇ ଯାଉଛନ୍ତି, ଯେଉଁ ଭୂମିକି ଜଳରାଶିରେ, ଝରଣାରେ ଓ ଗଭୀର ଜଳସ୍ରୋତରେ ପୂର୍ଣ୍ଣ, ତାହା ଉପତ୍ୟକା ଓ ପର୍ବତ ଦେଇ ଝରିଯାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;

Viz kapitola kopírovat

ଓଡିଆ ବାଇବେଲ

7 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;

Viz kapitola kopírovat




ଦ୍ଵିତୀୟ ବିବରଣ 8:7

Následuj nás:

Reklamy


Reklamy