ଦ୍ଵିତୀୟ ବିବରଣ 8:9 - ପବିତ୍ର ବାଇବଲ9 ସେଠାରେ ତୁମ୍ଭେମାନେ ପ୍ରଚୁର ପରିମାଣର ଖାଦ୍ୟ ପାଇବ। ସେଠାରେ ତୁମ୍ଭମାନଙ୍କର ଆବଶ୍ୟକ ଦ୍ରବ୍ୟମାନ ଉପଲବ୍ଧ ହେବ। ସେହି ଦେଶର ପଥର ଲୁହା ଅଟେ, ତୁମ୍ଭେମାନେ ସେଠାକାର ପର୍ବତରୁ ପିତ୍ତଳ ଖୋଳି ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେହି ଦେଶରେ ତୁମ୍ଭେ ନିଗ୍ଧାଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେ ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ। Viz kapitolaଓଡିଆ ବାଇବେଲ9 ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ। Viz kapitola |