Online Bible

- Reklamy -




ଦ୍ଵିତୀୟ ବିବରଣ 9:13 - ପବିତ୍ର ବାଇବଲ

13 “ସଦାପ୍ରଭୁ ମୋତେ କହିଲେ, ‘ଆମ୍ଭେ ଏହି ଲୋକମାନଙ୍କୁ ଦେଖିଲୁ, ଆଉ ଏମାନେ ଶକ୍ତଗ୍ରୀବ ଲୋକ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆହୁରି ସଦାପ୍ରଭୁ ମୋତେ କହିଲେ, ଆମ୍ଭେ ଏହି ଲୋକମାନଙ୍କୁ ଦେଖିଲୁ, ଆଉ ଦେଖ, ଏମାନେ ଶକ୍ତଗ୍ରୀବ ଲୋକ।

Viz kapitola kopírovat

ଓଡିଆ ବାଇବେଲ

13 ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।

Viz kapitola kopírovat




ଦ୍ଵିତୀୟ ବିବରଣ 9:13

Následuj nás:

Reklamy


Reklamy