ଦ୍ଵିତୀୟ ବିବରଣ 9:14 - ପବିତ୍ର ବାଇବଲ14 ଆମ୍ଭକୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିବା ଓ ଆକାଶ ମଣ୍ତଳ ତଳୁ ସେମାନଙ୍କ ନାମ ଲୋପ କରିବା। ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ବଳବତୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।’ Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆମ୍ଭଙ୍କୁ ଛାଡ଼ି ଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ତଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ବଳବତୀ ଓ ମହତୀ ଏକ ଗୋଷ୍ଠୀ ଉତ୍ପନ୍ନ କରିବା। Viz kapitolaଓଡିଆ ବାଇବେଲ14 ଆମ୍ଭଙ୍କୁ ଛାଡ଼ି ଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ୍ ଗୋଷ୍ଠୀ ଉତ୍ପନ୍ନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆମ୍ଭଙ୍କୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।” Viz kapitola |