Online Bible

- Reklamy -




ଦ୍ଵିତୀୟ ବିବରଣ 9:16 - ପବିତ୍ର ବାଇବଲ

16 ଆଉ ମୁଁ ଦେଖିବାକୁ ପାଇଲି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଅଛ। ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଅଛ। ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଅଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତିକୂଳରେ ପାପ କରିଅଛ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଅଛ।

Viz kapitola kopírovat

ଓଡିଆ ବାଇବେଲ

16 ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ।

Viz kapitola kopírovat




ଦ୍ଵିତୀୟ ବିବରଣ 9:16

Následuj nás:

Reklamy


Reklamy