Online Bible

- Reklamy -




ଦ୍ଵିତୀୟ ବିବରଣ 9:17 - ପବିତ୍ର ବାଇବଲ

17 ତେଣୁ ମୁଁ ସେହି ପ୍ରସ୍ତରଫଳକ ଦ୍ୱୟକୁ ତଳେ ଫିଙ୍ଗି ଦେଲି ଏବଂ ତାହା ତୁମ୍ଭମାନଙ୍କ ସମ୍ମୁଖରେ ଭାଙ୍ଗିଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏଥିରେ ମୁଁ ସେହି ଦୁଇ ପ୍ରସ୍ତର ଫଳକ ଧରି ଆପଣା ଦୁଇ ହସ୍ତରୁ ପକାଇ ଦେଲି ଓ ତୁମ୍ଭମାନଙ୍କ ସାକ୍ଷାତରେ ତାହା ଭାଙ୍ଗିଲି।

Viz kapitola kopírovat

ଓଡିଆ ବାଇବେଲ

17 ଏଥିରେ ମୁଁ ସେହି ଦୁଇ ପ୍ରସ୍ତର ଫଳକ ଧରି ଆପଣା ଦୁଇ ହସ୍ତରୁ ଫିଙ୍ଗି ଦେଲି ଓ ତୁମ୍ଭମାନଙ୍କ ସାକ୍ଷାତରେ ତାହା ଭାଙ୍ଗିଲି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିରେ ମୁଁ ସେହି ଦୁଇ ପ୍ରସ୍ତର ଫଳକ ଧରି ଆପଣା ଦୁଇ ହସ୍ତରୁ ଫିଙ୍ଗି ଦେଲି ଓ ତୁମ୍ଭମାନଙ୍କ ସାକ୍ଷାତରେ ତାହା ଭାଙ୍ଗିଲି।

Viz kapitola kopírovat




ଦ୍ଵିତୀୟ ବିବରଣ 9:17

Následuj nás:

Reklamy


Reklamy