Online Bible

- Reklamy -




ଦ୍ଵିତୀୟ ବିବରଣ 9:19 - ପବିତ୍ର ବାଇବଲ

19 କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ତତା ଆଗରେ ମୁଁ ଭୟ କଲି, ମାତ୍ର ସଦାପ୍ରଭୁ ସେଥିରେ ମଧ୍ୟ ମୋର କଥା ଶୁଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ତତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ।

Viz kapitola kopírovat

ଓଡିଆ ବାଇବେଲ

19 କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋ’ ପ୍ରତି କର୍ଣ୍ଣପାତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ।

Viz kapitola kopírovat




ଦ୍ଵିତୀୟ ବିବରଣ 9:19

Následuj nás:

Reklamy


Reklamy