Online Bible

- Reklamy -




ଦ୍ଵିତୀୟ ବିବରଣ 9:21 - ପବିତ୍ର ବାଇବଲ

21 ମୁଁ ତୁମ୍ଭମାନଙ୍କର ପାପପୂର୍ଣ୍ଣ ବସ୍ତୁକୁ ଦ‌‌ଗ୍‌‌ଧ କଲି। ତୁମ୍ଭେମାନେ ଛାଞ୍ଚରେ ଢଳାଇଥିବା ବାଛୁରିକୁ ଅଗ୍ନିରେ ଦ‌‌ଗ୍‌‌ଧ କଲି। ତା'ପରେ ମୁଁ ଏହାକୁ ଚୂର୍ଣ୍ଣ କଲି ଏବଂ ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ମୁଁ ଏହାକୁ ଦଳିଲି। ତା'ପରେ ଢାଞ୍ଚା ନିର୍ମିତ ବାଛୁରିର ଭସ୍ମକୁ ଜଳସ୍ରୋତରେ ନିକ୍ଷେପ କଲି। ଯାହା ପର୍ବତରୁ ଆସୁଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ଵରୂପ, ଅର୍ଥାତ୍, ସେହି ଯେ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳିବତ୍ ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।

Viz kapitola kopírovat

ଓଡିଆ ବାଇବେଲ

21 ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍‍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍‍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।

Viz kapitola kopírovat




ଦ୍ଵିତୀୟ ବିବରଣ 9:21

Následuj nás:

Reklamy


Reklamy