ଦ୍ଵିତୀୟ ବିବରଣ 9:23 - ପବିତ୍ର ବାଇବଲ23 ଏହା ପରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ‘ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ଅଧିକାର କର।’ ସେ ସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାରେ ବିଦ୍ରୋହାଗ୍ଭରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ କଥା ଶୁଣିଲ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହିଁ ଉତ୍ତାରେ ସଦାପ୍ରଭୁ ଯେସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ଵାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ। Viz kapitolaଓଡିଆ ବାଇବେଲ23 ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।” Viz kapitola |