ଦ୍ଵିତୀୟ ବିବରଣ 9:28 - ପବିତ୍ର ବାଇବଲ28 ସେହି ଦେଶ, ଯେଉଁ ଦେଶରୁ ତୁମ୍ଭେ ସେମାନଙ୍କୁ ବାହାର କରି ଆଣିଛ ତୁମ୍ଭ ବିଷୟରେ କହିବ। ସେମାନେ କହିବେ, “ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯିବାକୁ ସମର୍ଥ ହେଲେ ନାହିଁ ଏବଂ ସେ ସେମାନଙ୍କୁ ଯେହେତୁ ଘୃଣା କଲେ। ତେଣୁ ସେ ଏହି ପ୍ରାନ୍ତରରେ ସେମାନଙ୍କୁ ହତ୍ୟା କରିବାକୁ ବାହାର କରି ଆଣିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)28 କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେ ଦେଶ ଲୋକେ କହିବେ, ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇ ଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି। Viz kapitolaଓଡିଆ ବାଇବେଲ28 କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇ ଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ‘ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।’ Viz kapitola |