Online Bible

- Reklamy -




ଦ୍ଵିତୀୟ ବିବରଣ 9:5 - ପବିତ୍ର ବାଇବଲ

5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ହେତୁରୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ, ମାତ୍ର ଏହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ପାଇଁ ଆଉ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ହେତୁରୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ; ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।

Viz kapitola kopírovat

ଓଡିଆ ବାଇବେଲ

5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।

Viz kapitola kopírovat




ଦ୍ଵିତୀୟ ବିବରଣ 9:5

Následuj nás:

Reklamy


Reklamy