ଦ୍ଵିତୀୟ ବିବରଣ 9:6 - ପବିତ୍ର ବାଇବଲ6 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ଧାର୍ମିକତା ହେତୁରୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି। ଏହା ତୁମ୍ଭେମାନେ ଜାଣ, ଯେହେତୁ ତୁମ୍ଭେମାନେ ଜିଦ୍ଖୋର ଲୋକ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଧାର୍ମିକତା ହେତୁରୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ; ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ। Viz kapitolaଓଡିଆ ବାଇବେଲ6 ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ। Viz kapitola |