ଉପଦେଶକ 10:14 - ପବିତ୍ର ବାଇବଲ14 ମୂର୍ଖ ବହୁ କଥା କହେ। ତଥାପି କ’ଣ ହେବ ମନୁଷ୍ୟ ଜାଣେ ନାହିଁ। ଆଉ ତା'ପରେ କ’ଣ ଘଟିବ, କେହି ତାକୁ ଜଣାଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ? Viz kapitolaଓଡିଆ ବାଇବେଲ14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ? Viz kapitola |