ଉପଦେଶକ 10:4 - ପବିତ୍ର ବାଇବଲ4 କାରଣ ଜଣେ ଶାସକ ତୁମ୍ଭ ଉପରେ ରାଗିଛନ୍ତି, ସେଥିପାଇଁ ପଳାଇଯାଅ ନାହିଁ। ଏକ ଶାନ୍ତି ଆତ୍ମା ମହାଭୁଲ୍କୁ ମଧ୍ୟ ଅତିକ୍ରମ କରିପାରେ। କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ଅନିଷ୍ଟ କ୍ଷାନ୍ତ ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ଵୀକାର ଦ୍ଵାରା ମହା ମହା ଅନିଷ୍ଟ କ୍ଷା; ହୁଏ। Viz kapitolaଓଡିଆ ବାଇବେଲ4 ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ। Viz kapitola |