ଉପଦେଶକ 10:9 - ପବିତ୍ର ବାଇବଲ9 ଯେଉଁ ଲୋକ ଏକବଡ଼ ପଥର ଗଡ଼ାଏ, ସେ ତା'ଦ୍ୱାରା ଆଘାତ ପାଇବ। ପୁଣି ଯେ କାଠ ଚିରେ, ସେ ତାହା ଦ୍ୱାରା ଆପଦଗ୍ରସ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ଵାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ଵାରା ଆପଦଗ୍ରସ୍ତ ହୁଏ। Viz kapitolaଓଡିଆ ବାଇବେଲ9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ। Viz kapitola |