ଉପଦେଶକ 12:11 - ପବିତ୍ର ବାଇବଲ11 ଜ୍ଞନୀମାନଙ୍କର କଥାଗୁଡ଼ିକ ପାଞ୍ଚଣ ତୁଲ୍ୟ ଏବଂ ନୀତିବଚନ ସଂଗ୍ରହକାରୀମାନଙ୍କର ଶବ୍ଦଗୁଡ଼ିକ ମେଷପାଳକମାନଙ୍କର ପାଞ୍ଚଣ ବାଡ଼ିରେ ଥିବା କଣ୍ଟା ତୁଲ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ଵରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ଵରୂପ, ତାହାସବୁ ଏକ ପାଳକ ଦ୍ଵାରା ଦତ୍ତ ହୋଇଅଛି। Viz kapitolaଓଡିଆ ବାଇବେଲ11 ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି। Viz kapitola |