ଉପଦେଶକ 12:9 - ପବିତ୍ର ବାଇବଲ9 ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ୟାନ କରି ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ସଂଗ୍ରହ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲା; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ବିନ୍ୟାସ କଲା। Viz kapitolaଓଡିଆ ବାଇବେଲ9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ। Viz kapitola |