Online Bible

- Reklamy -




ଉପଦେଶକ 2:11 - ପବିତ୍ର ବାଇବଲ

11 ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ପରିଶ୍ରମ ମୁଁ କରିଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି ଏବଂ ଦେଖିଲି ଯେ, ସବୁ ଅସାର ଓ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି ଏବଂ ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ମୋହର ହସ୍ତ ଯେସମସ୍ତ କାର୍ଯ୍ୟ କରିଥିଲା ଓ ଯେ ଯେ ପରିଶ୍ରମରେ ମୁଁ ପରିଶ୍ରା; ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ,ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।

Viz kapitola kopírovat

ଓଡିଆ ବାଇବେଲ

11 ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।

Viz kapitola kopírovat




ଉପଦେଶକ 2:11

Následuj nás:

Reklamy


Reklamy