ଉପଦେଶକ 2:12 - ପବିତ୍ର ବାଇବଲ12 ରାଜା ଯାହା କରି ପାରିବ ଅନ୍ୟ କେହି ଏପରି କରି ପାରିବ ନାହିଁ। ତୁମ୍ଭେ ଯାହା କରିବା ପାଇଁ ଗ୍ଭହୁଁଛ ବହୁତ ରାଜା ତାହା କରି ସାରିଛନ୍ତି। ତା'ପରେ ମୁଁ ଆଉଥରେ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ବିଷୟରେ ଭାବିବାକୁ ଲାଗିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ମୁଁ ଜ୍ଞାନ, ଉନ୍ମତ୍ତତା ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାର ଉତ୍ତାରୁ ଆସଇ, ସେ କଅଣ କରିବ? ଯାହା କରାଯାଇଅଛି, ତାହା ହିଁ ମାତ୍ର। Viz kapitolaଓଡିଆ ବାଇବେଲ12 ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ ? ଯାହା କରାଯାଇଅଛି, ତାହା ହିଁ ମାତ୍ର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ? ଯାହା କରାଯାଇଅଛି, ତାହା ହିଁ ମାତ୍ର। Viz kapitola |