ଉପଦେଶକ 2:18 - ପବିତ୍ର ବାଇବଲ18 ସୂର୍ଯ୍ୟତଳେ ମୁଁ ଯହିଁରେ ପରିଶ୍ରାନ୍ତ ହେଲି, ମୋହର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି, କାରଣ ମୋର ଉତ୍ତରାଧିକାରୀ ପାଇଁ ତାହା ସବୁ ଛାଡ଼ି ଯିବାକୁ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି, ସୂର୍ଯ୍ୟ ତଳେ ମୁଁ ଯହିଁରେ ପରିଶ୍ରା; ହେଲି, ମୋହର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ। Viz kapitolaଓଡିଆ ବାଇବେଲ18 ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହିସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହି ସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ। Viz kapitola |