ଉପଦେଶକ 3:14 - ପବିତ୍ର ବାଇବଲ14 ମୁଁ ଜାଣେ ଯେ, ପରମେଶ୍ୱର ଯାହାକିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ, ତାହା ବୃଦ୍ଧି ବା ହ୍ରାସ କରାଯାଇ ନ ପାରେ। ପରମେଶ୍ୱର ତାହା କରିଛନ୍ତି, ଯେପରି ଲୋକମାନେ ତାକୁ ସମ୍ମାନ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମୁଁ ଜାଣେ ଯେ, ପରମେଶ୍ଵର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ଵରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି। Viz kapitolaଓଡିଆ ବାଇବେଲ14 ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି। Viz kapitola |