ଉପଦେଶକ 3:16 - ପବିତ୍ର ବାଇବଲ16 ପୁଣି ଥରେ ମୁଁ ସୂର୍ଯ୍ୟ ତଳେ ଆଉ ଗୋଟିଏ ଜିନିଷ ଦେଖିଲି: ନ୍ୟାୟ ସ୍ଥାନରେ, ଦୁଷ୍ଟତା ସେଠାରେ ଥିଲା, ଏବଂ ଯେଉଁଠାରେ ଧାର୍ମିକତା ରହିବା ଉଚିତ୍ ଥିଲା, ସେଠାରେ ଜଣେ ଦୁରାଗ୍ଭର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି। Viz kapitolaଓଡିଆ ବାଇବେଲ16 ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି। Viz kapitola |