ଉପଦେଶକ 3:2 - ପବିତ୍ର ବାଇବଲ2 ଜନ୍ମ ହେବାର ଏକ ସମୟ ଅଛି, ଏବଂ ମରିବା ପାଇଁ ମଧ୍ୟ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି, ବୃକ୍ଷ ଉପାଡ଼ିବା ପାଇଁ ମଧ୍ୟ ଏକ ସମୟ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଜନ୍ମିବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ; Viz kapitolaଓଡିଆ ବାଇବେଲ2 ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ; Viz kapitola |