ଉପଦେଶକ 3:20 - ପବିତ୍ର ବାଇବଲ20 ମୃତ ମନୁଷ୍ୟ ଓ ପଶୁର ଶରୀର ଏକା ପ୍ରକାରରେ ବିନାଶ ହୁଏ। ସେମାନେ ଏହି ପୃଥିବୀରୁ ଆସିଥିଲେ ଓ ଏହି ପୃଥିବୀରେ ମିଶିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସମସ୍ତେ ଏକ ସ୍ଥାନକୁ ଯାʼନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି। Viz kapitolaଓଡିଆ ବାଇବେଲ20 ସମସ୍ତେ ଏକ ସ୍ଥାନକୁ ଯାଆନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସମସ୍ତେ ଏକ ସ୍ଥାନକୁ ଯାଆନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି। Viz kapitola |