ଉପଦେଶକ 4:16 - ପବିତ୍ର ବାଇବଲ16 ଅସଂଖ୍ୟ ଲୋକ ଉତ୍ତରାଧିକାରୀଙ୍କୁ ଅନୁସରଣ କରିବେ ଏବଂ ଯେଉଁ ଲୋକମାନେ ପରେ ଆସିବେ ସେମାନେ ସେହି ପ୍ରଥମ ଜ୍ଞାନୀ ଯୁବକକୁ ପ୍ରଶଂସା କରିବେ ନାହିଁ। ଏହା ମଧ୍ୟ ଅସାର ଓ ପବନର ପଶ୍ଚାତ୍ଗମନ କଲା ପରି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର। Viz kapitolaଓଡିଆ ବାଇବେଲ16 ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର। Viz kapitola |