ଉପଦେଶକ 5:13 - ପବିତ୍ର ବାଇବଲ13 ମୁଁ ଏହା ଦେଖିଛି ଯେ ଏହା ଏକ ଅତ୍ୟନ୍ତ ଦୁଃଖର ବିଷୟ ଯାହା ଜୀବନରେ ଘଟିଛି। ମନୁଷ୍ୟମାନେ ସେମାନଙ୍କର ପାଇଁ ଅର୍ଥ ଜମା ରଖନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଧନାଧିକାରୀ ଦ୍ଵାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ଵରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି; Viz kapitolaଓଡିଆ ବାଇବେଲ13 ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି; Viz kapitola |