ଉପଦେଶକ 5:16 - ପବିତ୍ର ବାଇବଲ16 ତାହା ଅତ୍ୟନ୍ତ ଦୁଃଖ ଦାୟକ। ସେ ପୃଥିବୀରୁ ଫେରିବ ଠିକ୍ ଯେପରି ଆସିଥିଲା। “ଏବଂ ସେ କଠିନ ପରିଶ୍ରମ କରି ପବନକୁ ଧରିବା ପାଇଁ ଚେଷ୍ଟା କରି କ’ଣ ପାଇଛି?” Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ଵରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ? Viz kapitolaଓଡିଆ ବାଇବେଲ16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ? Viz kapitola |