ଉପଦେଶକ 5:18 - ପବିତ୍ର ବାଇବଲ18 ମୁଁ ଦେଖିଛି ଯେ, ଏହି ସର୍ବୋତ୍ତମ ଜଣେ ବ୍ୟକ୍ତି ଏହା କରି ପାରିବ। ଏହି ପୃଥିବୀରେ ତା'ର ଅଳ୍ପ ଜୀବନ କାଳ ମଧ୍ୟରେ ଜଣେ ବ୍ୟକ୍ତି ଯାହା କାର୍ଯ୍ୟ କରେ, ସେ ଖାଇ ପିଇ ଉପଭୋଗ କରିବା ଉଚିତ୍। ପରମେଶ୍ୱର ତାହାଙ୍କୁ ଏହି ଅଳ୍ପକାଳ ଜୀବନ ଦେଇଛନ୍ତି ଏବଂ ତାହା ହିଁ ତା'ର ସବୁକିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଦେଖ, ଭୋଜନପାନ କରିବାର ଓ ପରମେଶ୍ଵରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ। Viz kapitolaଓଡିଆ ବାଇବେଲ18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ। Viz kapitola |