ଉପଦେଶକ 6:12 - ପବିତ୍ର ବାଇବଲ12 କିଏ ଜାଣେ ସେମାନଙ୍କ ଏହି କ୍ଷଣସ୍ଥାୟୀ ଜୀବନରେ, ମନୁଷ୍ୟ ଅଧିକ ଲାଭକରି କ’ଣ କରିପାରେ? କାରଣ ସେମାନଙ୍କର ଦିନଗୁଡ଼ିକ ଛାଇ ପରି ଗ୍ଭଲିଯିବ। କିଏ ଲୋକମାନଙ୍କୁ କହିପାରିବ, ସୂର୍ଯ୍ୟତଳେ ଭବିଷ୍ୟତରେ ଏଇ ପୃଥିବୀରେ କ’ଣ ହେବ? Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ? Viz kapitolaଓଡିଆ ବାଇବେଲ12 କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ? Viz kapitola |