ଉପଦେଶକ 7:10 - ପବିତ୍ର ବାଇବଲ10 ପଗ୍ଭର ନାହିଁ, “କାହିଁକି ବର୍ତ୍ତମାନଠାରୁ ‘ଅତୀତ’ ଭଲ ଥିଲା?” ଯଦି ତୁମ୍ଭେ ଜ୍ଞାନୀ ହୋଇଥିବ ଏହା ପଗ୍ଭରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ। Viz kapitolaଓଡିଆ ବାଇବେଲ10 ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ,” ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ। Viz kapitola |