ଉପଦେଶକ 7:12 - ପବିତ୍ର ବାଇବଲ12 କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେହିପରି ଆଶ୍ରୟ ସ୍ୱରୂପ ଅଟେ। ଜ୍ଞାନ ଥିବାର ଲାଭ ଏହି ଯେ, ଯେଉଁମାନଙ୍କର ଜ୍ଞାନ ଅଛି ସେମାନଙ୍କର ଜୀବନକୁ ଏହା ସୁରକ୍ଷା କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ଧନ ଯେପରି ଆଶ୍ରୟ ସ୍ଵରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ଵରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ। Viz kapitolaଓଡିଆ ବାଇବେଲ12 କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ। Viz kapitola |