ଉପଦେଶକ 8:3 - ପବିତ୍ର ବାଇବଲ3 ଭୟ କର ନାହିଁ, ତାଙ୍କର ଉପସ୍ଥିତିରେ ବାହାରି ଯାଅ, ବିଳମ୍ବ କର ନାହିଁ ଯେତେବେଳେ ବାଣିଜ୍ୟ ମନ୍ଦ ଅଟେ। ମନେରଖ ରାଜା ଯାହା ଗ୍ଭହିଁବେ ତାଙ୍କ ଇଚ୍ଛାରେ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟରେ ଆଣ୍ଟ ବାନ୍ଧ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି। Viz kapitolaଓଡିଆ ବାଇବେଲ3 ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି। Viz kapitola |