ଏଫିସୀୟ 1:7 - ପବିତ୍ର ବାଇବଲ7 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ୟମରେ ମୁକ୍ତ ହୋଇଛୁ। ପରମେଶ୍ୱରଙ୍କ ବହୁମୂଲ୍ୟ ଅନୁଗ୍ରହ ଦ୍ୱାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତାହାଙ୍କ ଅନୁଗ୍ରହରୂପ ନିଧି ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ତାହାଙ୍କ ରକ୍ତ ଦ୍ଵାରା ମୁକ୍ତି, ଅର୍ଥାତ୍, ଅପରାଧସବୁରୁ କ୍ଷମା ପ୍ରାପ୍ତ ହୋଇଅଛୁ। Viz kapitolaଓଡିଆ ବାଇବେଲ7 ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ। Viz kapitolaପବିତ୍ର ବାଇବଲ (CL) NT (BSI)7 ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ଆମେ ମୁକ୍ତି ପାଇଛୁ, ଅର୍ଥାତ୍ ଆମର ସମସ୍ତ ପାପ କ୍ଷମା ହୋଇଅଛି। ଈଶ୍ୱରଙ୍କ ଅନୁଗ୍ରହ କେଡ଼େ ମହାନ୍! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ। Viz kapitola |