ଏଫିସୀୟ 2:2 - ପବିତ୍ର ବାଇବଲ2 ଅତୀତରେ ତୁମ୍ଭେ ସେହି ପାପ କାର୍ଯ୍ୟ ସହିତ ଜଡ଼ିତ ଥିଲ। ତୁମ୍ଭେ ସାଂସାରିକ ଜୀବନଯାପନ କରୁଥିଲ। ପୃଥିବୀରେ ମନ୍ଦ ଶକ୍ତିର ଶାସକକୁ ତୁମ୍ଭେ ଅନୁସରଣ କରୁ ଥିଲ। ସେହି ମନ୍ଦ ଶକ୍ତି ଏବେ ମଧ୍ୟ ପରମେଶ୍ୱରଙ୍କୁ ଅମାନ୍ୟ କରୁଥିବା ଲୋକଙ୍କ ଭିତରେ କାମ କରୁଛି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଅର୍ଥାତ୍, ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ; Viz kapitolaଓଡିଆ ବାଇବେଲ2 ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ; Viz kapitolaପବିତ୍ର ବାଇବଲ (CL) NT (BSI)2 ସେ ସମୟରେ ତୁମ୍ଭେମାନେ ଜାଗତିକ ଅସତ୍ ମାର୍ଗ ଅନୁସରଣ କରି, ମହାକାଶସ୍ଥ ଅଶରୀରୀ ଅଧିପତିର ବଶବର୍ତ୍ତୀ ଥିଲ। ସେହି ଅଧିପତି ଏବେ ଈଶ୍ୱରଙ୍କ ଆଜ୍ଞା ଲଙ୍ଘନକାରୀ। ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରୁଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅର୍ଥାତ୍ ଯେଉଁ ଜଗତ୍ପତି ଏବେ ମଧ୍ୟ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ; Viz kapitola |