ଏଫିସୀୟ 2:5 - ପବିତ୍ର ବାଇବଲ5 ସେ ସମୟରେ ଆମ୍ଭେ ପରମେଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ସଜୀବ କରିଅଛନ୍ତି- ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ- Viz kapitolaଓଡିଆ ବାଇବେଲ5 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ, Viz kapitola |