ଏଫିସୀୟ 3:3 - ପବିତ୍ର ବାଇବଲ3 ପରମେଶ୍ୱର ମୋ’ ନିକଟରେ ତାହାଙ୍କର ଗୁପ୍ତ ଯୋଜନା ପ୍ରକାଶ କରିଛନ୍ତି। ସେ ମୋତେ ଯାହା ଦେଖାଇଛନ୍ତି, ସେ ବିଷୟରେ ମୁଁ ଅଳ୍ପ କିଛି ଲେଖି ସାରିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଅର୍ଥାତ୍, ପ୍ରତ୍ୟାଦେଶ ଦ୍ଵାରା ସେହି ନିଗୂଢ଼ତତ୍ତ୍ଵ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି; Viz kapitolaଓଡିଆ ବାଇବେଲ3 ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସକ୍ଷିପ୍ତ ଭାବରେ ଲେଖିଅଛି । Viz kapitolaପବିତ୍ର ବାଇବଲ (CL) NT (BSI)3 ଈଶ୍ୱର ତାଙ୍କର ଗୁପ୍ତ ଯୋଜନା ପ୍ରକାଶ କରି ମୋତେ ଜଣାଇଛନ୍ତି। (ଏ ବିଷୟରେ ମୁଁ ସଂକ୍ଷିପ୍ତଭାବେ ଲେଖୁଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି। Viz kapitola |