ଏଫିସୀୟ 3:4 - ପବିତ୍ର ବାଇବଲ4 ସେଗୁଡ଼ିକ ଯଦି ତୁମ୍ଭେମାନେ ପଢ଼, ତା'ହେଲେ ଦେଖିବ ଯେ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଗୁପ୍ତ ସତ୍ୟ ବିଷୟରେ ମୁଁ ପ୍ରକୃତରେ ବୁଝିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ଵରେ ମୋର ଜ୍ଞାନର ପରିଚୟ ପାଇ ପାର, Viz kapitolaଓଡିଆ ବାଇବେଲ4 ତାହା ପଢି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋର ଜ୍ଞାନର ପରିଚୟ ପାଇ ପାର; Viz kapitolaପବିତ୍ର ବାଇବଲ (CL) NT (BSI)4 ତାହା ପଢ଼ିଲେ, ଖୀଷ୍ଟଙ୍କ ନିଗୂଢ଼ ତତ୍ତ୍ୱ ସମ୍ବନ୍ଧରେ ମୁଁ ଯାହା ବୁଝିଛି, ତାହା ତୁମ୍ଭେମାନେ ଜାଣି ପାରିବ।) Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର; Viz kapitola |